Skip to content
Bhubaneswar, Odisha, 751007

Business hours

Masterdoctor Wellnesss I Dr B JAGADISH

Monday
11:30am-9pm
Tuesday
11:30am-9pm
Wednesday
11:30am-9pm
Thursday
11:30am-9pm
Friday
11:30am-9pm
Saturday
11:30am-9pm
Sunday
Not provided

You can contact us anytime during the day with your query.

7847074554

ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ରଥରେ ଗୁଣ୍ଡିଚା ଘରୁ ବଡ଼ ଦେଉଳକୁ ଫେରନ୍ତ…

ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ରଥରେ ଗୁଣ୍ଡିଚା ଘରୁ ବଡ଼ ଦେଉଳକୁ ଫେରନ୍ତି, ଏହି ଫେରନ୍ତା ଯାତ୍ରାକୁ ବାହୁଡ଼ା ଯାତ୍ରା କୁହାଯାଏ [୧] । ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ବା ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ସ୍କନ୍ଧ ପୁରାଣର ଉତ୍କଳ ଖଣ୍ଡରେ ଉଲ୍ଲେଖ ଅଛି -

“ ନବମ୍ୟା ବାସୟେଦ୍ଦେବାନ୍ ତେଷୁ ପ୍ରାତଃ ସମୃଦ୍ଧିମତ୍ । ଦକ୍ଷିଣାଭିମୁଖୀ ଯାତ୍ରା ବିଷ୍ଣୋରେଷା ସୁଦୁର୍ଲଭା ॥

” —ସ୍କନ୍ଧ ପୁରାଣ, ଉତ୍କଳ ଖଣ୍ଡ

www.drbjagadish.com www.masterdoctorclinic.co.in

#drbjagadish #masterdoctor #DiabetesClinic #Telemedicine #onlineconsultation #Diabetologist #Odisha #health #awareness

ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ରଥରେ ଗୁଣ୍ଡିଚା ଘରୁ ବଡ଼ ଦେଉଳକୁ ଫେରନ୍ତ…

Next posts